ପ୍ରଗତିପଥେ ଶ୍ରୀକ୍ଷେତ୍ରର ରୂପରେଖ, ଭକ୍ତ ଦେଖିବେ ନୂଆ ରୂପରେ ପୁରୀ ଶ୍ରୀଜଗନ୍ନାଥ ପରିକ୍ରମା ମାର୍ଗ
ଲେଖକ: ଗୁରୁ ଚରଣ ଦାସ
ପ୍ରଗତି ପଥରେ ଆଗେଇ ଚାଲିଛି ଶ୍ରୀକ୍ଷେତ୍ରର ରୂପରେଖ। ଦେଖିବାକୁ ମିଳିଛି ବହୁ ପ୍ରତିକ୍ଷୀତ ଶ୍ରୀଜଗନ୍ନାଥ ହେରିଟେଜ୍ କରିଡର ର ଝଲକ। କିଭଳି ଭାବେ ଶ୍ରୀମନ୍ଦିର ଚୌହଦୀ ରୂପରେଖ ବଦଳାଯିବ, ତା’ର ଚିଠା ଡିଜାଇନ୍ ୨୦୧୯ରେ ପ୍ରସ୍ତୁତ କରାଯାଇଥିଲା। ଲୋକସେବା ଭବନରେ…