ବାଲେଶ୍ୱରରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୧୫୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି

ବାଲେଶ୍ୱର- ବାଲେଶ୍ୱରରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ଜିଲ୍ଲାକୁ ୧୫୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି । ୩୭୬ କୋଟି ଟଙ୍କାର ୭୭ଟି ପ୍ରକଳ୍ପ ଉଦଘାଟନ କରିବା ସହ ୧୧୦୦ କୋଟି ଟଙ୍କାର ୧୦୯ଟି ପ୍ରକଳ୍ପର ଉଦଘାଟନ…

ଦିଲ୍ଲୀ ପୋଲିସ କମିଶନର ରାକେଶ ଅସ୍ଥାନାଙ୍କ ନିଯୁକ୍ତି ବିରୋଧରେ ସୁପ୍ରିମକୋର୍ଟଙ୍କ ନୋଟିସ୍, ଦୁଇ ସପ୍ତାହ ମଧ୍ୟରେ ଜବାବ…

ନୂଆଦିଲ୍ଲୀ: ଦିଲ୍ଲୀ ପୋଲିସ କମିଶନର ଭାବେ ରାକେଶ ଅସ୍ଥାନାଙ୍କ ନିଯୁକ୍ତିକୁ ଚ୍ୟାଲେଞ୍ଜ କରି ଆଗତ ଏକ ପିଟିସନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ଓ ଅସ୍ଥାନାଙ୍କୁ ନୋଟିସ୍ ଜାରି କରିଛନ୍ତି। ଦୁଇ ସପ୍ତାହ ମଧ୍ୟରେ ଉତ୍ତର ଦେବାକୁ ଉଭୟଙ୍କୁ କୁହାଯାଇଛି। ଆଡଭୋକେଟ୍ ପ୍ରଶାନ୍ତ ଭୂଷଣ…

କରୋନା ଅପଡେଟ୍: ଦିନକରେ ଆଉ ୧୦,୫୪୯ ନୂଆ ମାମଲା, ୪୮୮ ମୃତ

ନୂଆଦିଲ୍ଲୀ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦,୫୪୯ ନୂଆ ମାମଲା ଚିହ୍ନଟ ହୋଇଛି । ଗତକାଲି ତୁଳନାରେ ଆଜି ୧୫.୭ ପ୍ରତିଶତ ଅଧିକ ମାମଲା ଆସିଛି। ଏହି ଘାତକ ରୋଗରେ ଆଉ ୪୮୮ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଯୋଡିବା ପରେ, ମୋଟ ମାମଲା…

ଶ୍ରେୟସ୍ ଆୟରଙ୍କ ବିରଳ କୀର୍ତ୍ତିମାନ, ଡେବ୍ୟୁରେ ଜମାଇଲେ ଶତକ

କାନପୁର: ନିଜ ଡେବ୍ୟୁ ଟେଷ୍ଟରେ ଶ୍ରେୟସ୍ ଆୟର ଶତକ ହାସଲ କରି ବିରଳ କୀର୍ତ୍ତିମାନ ସ୍ଥାପନ କରିଛନ୍ତି । କାନପୁରରେ ଚାଲିଥିବା ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟେଷ୍ଟ ମ୍ୟାଚର ଦ୍ୱିତୀୟ ଦିନରେ ଆୟର ଏହି ମାଇଲଖୁଣ୍ଟ ହାସଲ କରିଛନ୍ତି। ନିଜ ପଦାର୍ପଣ ଟେଷ୍ଟ ମ୍ୟାଚରେ ଶତକ ହାସଲ କରିବାରେ ଆୟର…