ପୂର୍ବତନ ବାଚସ୍ପତି ରବି ରାୟଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର- ଲୋକସଭାର ପ୍ରଥମ ଓଡିଆ ବାଚସ୍ପତି ରବି ରାୟଙ୍କ ଆଜି ଜୟନ୍ତୀ ପାଳନ କରାଯାଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗାନ୍ଧିବାଦୀ ସ୍ୱାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସେ କହିଛନ୍ତି ଯେ, ବାଚସ୍ପତି ଭାବେ ରବି ରାୟ ବିଭିନ୍ନ…