ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ସାମିଲ ହେଲା ବାଲେଶ୍ବର ଓ ଭଦ୍ରକ ଜିଲ୍ଲା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବାଲେଶ୍ବର ଓ ଭର୍ଚୁଆଲ ମାଧ୍ୟମରେ ଭଦ୍ରକ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ବାଲେଶ୍ବରର ୨୦ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଭଦ୍ରକର ୧୧ ଲକ୍ଷରୁ ଅଧିକ ଲୋକ…