ବଲାଙ୍ଗୀରର ଛାତ୍ର ତାରାଚାନ୍‌ ରଣାଙ୍କ ଇଞ୍ଜିନିୟରିଂ ପଢିବା ସ୍ବପ୍ନ ପୂରଣ କଲେ ମୁଖ୍ୟମନ୍ତ୍ରୀ, ଆଡ୍‌ମିଶନ ପାଇଁ…

ଭୁବନେଶ୍ବର: ବଲାଙ୍ଗୀର ବଙ୍ଗମୁଣ୍ଡା ତହସିଲର ଜଣେ ପ୍ରତିଭାବାନ ଛାତ୍ର ତାରାଚାନ୍‌ ରଣାଙ୍କ ଇଞ୍ଜିନିୟରିଂ ପଢିବା ସ୍ବପ୍ନକୁ ପୂରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଅର୍ଥ ଅଭାବରୁ ତାଙ୍କର ଆଡମିଶନ ପ୍ରକ୍ରିୟାରେ ବାଧା ସୃଷ୍ଟି ହେଉଥିବା ସଂପର୍କରେ ଜାଣି ମୁଖ୍ୟମନ୍ତ୍ରୀ…