ଓମିକ୍ରନ୍ ପାଇଁ ସତର୍କତା, ଆରଟି-ପିସିଆର୍ ଟେଷ୍ଟ ବାଧ୍ୟତାମୂଳକ କଲେ ମହାରାଷ୍ଟ୍ର, ଗୁଜୁରାଟ, କେରଳ
ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକାରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ଚିହ୍ନଟ ହେବା ପରେ ବିଶ୍ଵବ୍ୟାପୀ ଆତଙ୍କ ସୃଷ୍ଟି ହୋଇଛି । ସବୁ ଦେଶ ସତର୍କତା ଅବଲମ୍ବନ ପୂର୍ବକ ଭ୍ରମଣ କଟକଣା ସହ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିଛନ୍ତି । ଭାରତରେ ମଧ୍ୟ ବିଭିନ୍ନ ରାଜ୍ୟ ନୂଆ ଭାରିଆଣ୍ଟକୁ ଦୃଷ୍ଟିରେ ରଖି…