ରାଜ୍ୟରେ ୨୫୨ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୨ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧୪୮ ଓ ସ୍ଥାନୀୟ ଅଞ୍ଚଳରୁ ୧୦୪ ଚିହ୍ନଟ ହୋଇଛନ୍ତି । ନୂଆ ପଜିଟିଭଙ୍କ ମଧ୍ୟରେ ୫୪ ଜଣ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସ୍କ ।
ଦିନକରେ ଖୋର୍ଦ୍ଧା ଜିଲ୍ଲାରୁ ୧୧୩, କଟକରୁ ୧୯,…