ସମୁଦ୍ର ଭିତରେ ଘଣ୍ଟା ପ୍ରତି ୬ କିମି ବେଗରେ ଗତି କରୁଛି ବାତ୍ୟା ‘ଜୱାଦ’ : ଏ ଯାଏଁ ପାରାଦୀପରେ ସର୍ବାଧିକ ବର୍ଷା

ଭୁବନେଶ୍ୱର- ବାତ୍ୟା ଜୱାଦ ସମୁଦ୍ର ଭିତରେ ଘଣ୍ଟା ପ୍ରତି ୬ କିଲୋମିଟର ବେଗରେ ଗତି କରୁଛି । ପବନର ବେଗ ଘଣ୍ଟା ପ୍ରତି ୭୫ରୁ ୮୦ କିଲୋମିଟର ରହିବ ବୋଲି ପାଣିପାଗ ବିଭାଗ କହିଛି । ପୁରୀ ଜିଲ୍ଲାରେ ଆସନ୍ତାକାଲି ଲ୍ୟାଣ୍ଡଫଲ୍ କରିବା ଜୱାଦ । ବାତ୍ୟା ଦୃଷ୍ଟିରୁ ପୁରୀ ଓ ଗୋପାଳପୁର ବନ୍ଦରରେ ୭…

ସ୍ଥଳଭାଗ ଆଡେ ମୁହାଁଉଛି ବାତ୍ୟା, ଚାରଟି ଜିଲ୍ଲାକୁ ୨୪ ଘଣ୍ଟା ପାଇଁ ରେଡ୍ ଆଲର୍ଟ

ଭୁବନେଶ୍ୱର- ବଙ୍ଗୋପସାଗରରେ ଶକ୍ତିଶାଳୀ ହୋଇ ବାତ୍ୟା ଜୱାଦ ସ୍ଥଳଭାଗ ମୁହାଁ ହୋଇଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରୁ ଘଣ୍ଟା ପ୍ରତି ୬ କିଲୋମିଟର ବେଗରେ ଏହା ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଆସନ୍ତାକାଲି ମଧ୍ୟାହ୍ନରେ ପୁରୀ ଜିଲ୍ଲା ଉପକୂଳ ନିକଟରେ ପହଂଚି ପଶ୍ଚିମବଙ୍ଗ…