ପୁର ପଲ୍ଲୀରେ ଆଜି ଦୋଳ ଉତ୍ସବ
ଓଡ଼ିଆ ପଞ୍ଜିକା ଅନୁସାରେ ଫାଲଗୁନ ମାସର ପୂର୍ଣ୍ଣିମା ତିଥି ଦୋଳ ପୂର୍ଣ୍ଣିମା ନାମରେ ଅଭିହିତ। ଫାଲଗୁନ ଶୁକ୍ଳ ଦଶମୀ ତିଥିଠାରୁ ଦୋଳଯାତ୍ରା ସାଧାରଣତଃ ଆରମ୍ଭ ହୋଇଥାଏ । ଏହି ପର୍ବର ମୁଖ୍ୟ ଆରାଧ୍ୟ ଠାକୁର ରାଧା ଓ କୃଷ୍ଣଙ୍କ ନିକଟରେ ଏହି ଦିନଠାରୁ ଅବିର ଅର୍ପଣ କରାଯାଇଥାଏ । ରାଧାକୃଷ୍ଣଙ୍କ…