ରାଜ୍ୟରେ ଆଉ ୧୯୫ କୋରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୧୯୫ କୋରୋନା ଆକ୍ରାନ୍ତ । ସଙ୍ଗରୋଧରୁ ୧୧୫ ଓ ସ୍ଥାନୀୟ ଅଂଚଳରୁ ୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୨୪ ଜଣ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସ୍କ ।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୯, ମୟୂରଭଞ୍ଜରୁ ୧୩,…