ହେଲିକପ୍ଟର ଦୁର୍ଘଟଣାରେ ଏକମାତ୍ର ଜୀବିତ ବ୍ୟକ୍ତି ଗ୍ରୁପ୍ କ୍ୟାପଟେନ ବରୁଣ ସିଂଙ୍କୁ ବେଙ୍ଗାଲୁରୁ ନିଆଗଲା

ଚେନ୍ନାଇ: ତାମିଲନାଡୁର କୁନ୍ନୁର ନିକଟରେ ହେଲିକପ୍ଟର ଦୁର୍ଘଟଣାରେ ଏକମାତ୍ର ଜୀବିତ ବ୍ୟକ୍ତି ଗ୍ରୁପ୍ କ୍ୟାପଟେନ ବରୁଣ ସିଂଙ୍କୁ ଉନ୍ନତ ଚିକିତ୍ସା ପାଇଁ ଗୁରୁବାର ୱେଲିଙ୍ଗଟନ୍‌ରୁ ବେଙ୍ଗାଲୁରୁକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ପରେ ଗୁରୁତର ଆହତ ହୋଇଥିବା ଗ୍ରୁପ୍ କ୍ୟାପଟେନ…

ପଂଚାୟତ ନିର୍ବାଚନ ପୂର୍ବରୁ ସବୁ ବିଧାୟକଙ୍କୁ କୋରୋନାର ବୁଷ୍ଟର ଡୋଜ୍ : ବାଚସ୍ପତି

ଭୁବନେଶ୍ୱର- ପଂଚାୟତ ନିର୍ବାଚନ ପୂର୍ବରୁ ସବୁ ବିଧାୟକଙ୍କୁ ଦିଆଯିବ କୋରୋନାର ବୁଷ୍ଟର ଡୋଜ୍ ଟିକା । ଆରଏମଆରସି ନିର୍ଦ୍ଦେଶିକାଙ୍କ ସହ ଏ ବାବଦରେ ଫୋନରେ ଆଲୋଚନା କରିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ବିଧାନସଭାର ଚଳିତ ଅଧିବେଶନ ପରେ ସମସ୍ତଙ୍କର ଆରଟିପିସିଆର ଟେଷ୍ଟ ହେବ । ଏଣେ…

ଓମିକ୍ରନ ନେଇ ରାଜ୍ୟ ସରକାର –କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ଆଲୋଚନା

ନୂଆଦିଲ୍ଲୀ/ଭୁବନେଶ୍ୱର- କୋରୋନାର ନୂଆ ଭାରିଆଂଟ୍ ଓମିକ୍ରନକୁ ନେଇ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ । ବୈଠକରେ ରାଜ୍ୟ ସ୍ୱାସ୍ଥ୍ୟ ସଚିବଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ବର୍ତ୍ତମାନ ସୁଦ୍ଧା ବିଦେଶରୁ ୧ ହଜାର ୧୩୪ ଜଣ ଏୟାର…