ଦିଲ୍ଲୀ ପହଞ୍ଚିଲା ସିଡିଏସ୍ ଜେନେରାଲ୍ ବିପିନ ରାୱତଙ୍କ ସହ ୧୩ ସେନା କର୍ମଚାରୀଙ୍କ ମୃତଦେହ, ଶ୍ରଦ୍ଧାଞ୍ଜଳି ଦେଲେ ମୋଦି
ନୂଆଦିଲ୍ଲୀ: ଏକ ଶୋକାକୁଳ ପରିବେଶ ମଧ୍ୟରେ ଆଜି ସିଡିଏସ୍ ଜେନେରାଲ୍ ବିପିନ ରାୱତ ଏବଂ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ସମେତ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ୧୩ ଜଣ ସେନା କର୍ମଚାରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି | ଏହାପୂର୍ବରୁ ସମସ୍ତଙ୍କର ମୃତଦେହ ୱେଲିଙ୍ଗଟନ୍ରୁ…