ହେଲିକପ୍ଟର ଦୁର୍ଘଟଣାରେ ଏକମାତ୍ର ଜୀବିତ ବ୍ୟକ୍ତି ଗ୍ରୁପ୍ କ୍ୟାପଟେନ ବରୁଣ ସିଂଙ୍କୁ ବେଙ୍ଗାଲୁରୁ ନିଆଗଲା
ଚେନ୍ନାଇ: ତାମିଲନାଡୁର କୁନ୍ନୁର ନିକଟରେ ହେଲିକପ୍ଟର ଦୁର୍ଘଟଣାରେ ଏକମାତ୍ର ଜୀବିତ ବ୍ୟକ୍ତି ଗ୍ରୁପ୍ କ୍ୟାପଟେନ ବରୁଣ ସିଂଙ୍କୁ ଉନ୍ନତ ଚିକିତ୍ସା ପାଇଁ ଗୁରୁବାର ୱେଲିଙ୍ଗଟନ୍ରୁ ବେଙ୍ଗାଲୁରୁକୁ ସ୍ଥାନାନ୍ତର କରାଯାଇଛି।
ଦୁର୍ଘଟଣା ପରେ ଗୁରୁତର ଆହତ ହୋଇଥିବା ଗ୍ରୁପ୍ କ୍ୟାପଟେନ…