ରାଜ୍ୟରେ ସାଢେ ୪ କୋଟି ଡୋଜ୍ ଟିକାକରଣ, ସ୍ୱାସ୍ଥ୍ୟକର୍ମୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର- କୋଭିଡ ମହାମାରୀ ବିରୋଧରେ ଚାଲିଥିବା ଲଢେଇରେ ଓଡିଶା ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି । ରାଜ୍ୟରେ କୋଭିଡ ଟିକାକରଣରେ ସାଢେ ୪ କୋଟି ଡୋଜ୍ ଦିଆସରିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସଫଳତାରେ ଖୁସି ପ୍ରକାଶ କରିବା ସହ ସ୍ୱାସ୍ଥ୍ୟକର୍ମୀଙ୍କ କଠୋର ପରିଶ୍ରମ, ନିଷ୍ଠା…