ନନ୍ଦ ସାର୍ଙ୍କ ଦେହାନ୍ତରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର- ପଦ୍ମଶ୍ରୀ ନନ୍ଦକିଶୋର ପୃଷ୍ଟିଙ୍କ ଦେହାନ୍ତରେ ରାଜ୍ୟବ୍ୟାପୀ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି । ନନ୍ଦ ସାରଙ୍କ ବିୟୋଗରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି ।
ନନ୍ଦ ସାର ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ…