ନନ୍ଦ ସାର୍‌ଙ୍କ ଦେହାନ୍ତରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର- ପଦ୍ମଶ୍ରୀ ନନ୍ଦକିଶୋର ପୃଷ୍ଟିଙ୍କ ଦେହାନ୍ତରେ ରାଜ୍ୟବ୍ୟାପୀ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି । ନନ୍ଦ ସାରଙ୍କ ବିୟୋଗରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି । ନନ୍ଦ ସାର ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ…

ବିହାରରେ କରୋନା ଟିକାକରଣରେ ଜାଲିଆତି, ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସୋନିଆ ଗାନ୍ଧି, ପ୍ରିୟଙ୍କା…

ପାଟଣା: ବିହାରର ଅରୱାଲ ଜିଲ୍ଲାର କରୋନା ଟେଷ୍ଟିଂ ଓ ଟିକାକରଣରେ ଜାଲିଆତି ସାମ୍ନାକୁ ଆସିଛି। ଏଠାକାର କରପି କମ୍ୟୁନିଟି ସ୍ୱାସ୍ଥ୍ୟ କେନ୍ଦ୍ରରେ ଯେଉଁମାନଙ୍କୁ ଟିକା ଦିଆଯାଇଛି ସେହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଗୃହମନ୍ତ୍ରୀ ଅମିତ ଶାହା, କଂଗ୍ରେସ ଅଧ୍ୟକ୍ଷା ସୋନିଆ…

ଆସନ୍ତା ୧୨ରେ ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଜିଲ୍ଲା ଗସ୍ତ

ଭୁବନେଶ୍ୱର- ଆସନ୍ତା ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଜିଲ୍ଲା ଗଞ୍ଜାମ ଗସ୍ତ କରିବେ । ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ନିଜ ବିଧାନସଭା ନିର୍ବାଚନମଣ୍ଡଳୀ ହିଞ୍ଜିଳିକାଟୁରୁ ସ୍ମାର୍ଟ ହେଲ୍‌ଥ…