ଶୀତକାଳୀନ ଅଧିବେଶନରୁ ୧୨ ରାଜ୍ୟସଭା ସାଂସଦ ନିଲମ୍ବିତ

ନୂଆଦିଲ୍ଲୀ: ବିଶୃଙ୍ଖଳା ପାଇଁ ଚଳିତ ଶୀତକାଳୀନ ଅଧିବେଶନରୁ ବିରୋଧୀ ଦଳର ୧୨ ଜଣ ସାଂସଦଙ୍କୁ ରାଜ୍ୟସଭାରୁ ନିଲମ୍ବିତ କରାଯାଇଛି। ନିଲମ୍ବିତ ହୋଇଥିବା ସାଂସଦ ହେଉଛନ୍ତି ଏଲାମରାମ କରିମ (ସିପିଏମ), ଫୁଲୋ ଦେବୀ ନେତମ, ଛାୟା ବର୍ମା, ଆର ବୋରା, ରାଜାମଣି ପଟେଲ, ସୟଦ ନାସିର ହୁସେନ୍, ଅଖିଳେଶ…

ଗୋପାଳପୁର ନିର୍ବାଚନମଣ୍ଡଳୀରେ ଦୁର୍ବଳ ହେଉଛନ୍ତି ବିରୋଧୀ: ସହସ୍ରାଧିକ ନେତା, କର୍ମୀ ବିଜେଡିରେ ସାମିଲ ହେଲେ

ଗୋପାଳପୁର: ପଞ୍ଚାୟତ ନିର୍ବାଚନ ଯେତେ ପାଖେଇ ଆସୁଛି, ବିଜେଡି ପ୍ରତି ସେତେ ସମର୍ଥନ ବୃଦ୍ଧି ପାଉଛି। ଦୀର୍ଘ ୨୧ ବର୍ଷ ଧରି ରାଜ୍ୟବାସୀଙ୍କୁ ସୁଶାସନ ଦେଇ ଆସୁଥିବା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାର୍ଗଦର୍ଶନରେ ବିକାଶକୁ ସରକାର- ପ୍ରଶାସନର ମୂଳମନ୍ତ୍ର କରିଥିବା ବିଜୁ ଜନତା ଦଳ…