ଶିଖ୍ ବିରୋଧୀ ମନ୍ତବ୍ୟ ପାଇଁ କଙ୍ଗନାଙ୍କ ବିରୋଧରେ ଏଫ୍ଆଇଆର୍

ମୁମ୍ବାଇ: ଶିଖ୍ ସମ୍ପ୍ରଦାୟ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ପାଇଁ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ମୁମ୍ବାଇର ଖାର୍ ପୋଲିସ ଷ୍ଟେସନରେ ଏଫ୍ଆଇଆର୍ ରୁଜୁ ହୋଇଛି। ଏହାର ଦିନକ ପୂର୍ବରୁ ସୋମବାର ଦିନ ଏକ ଶିଖ ସଂଗଠନ ମଧ୍ୟ ତାଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଥିଲା । କଙ୍ଗନା…