ବିଏସକେୱାଇ ସ୍ମାର୍ଟ କାର୍ଡ ଯୋଜନାରେ ଆଜି ସାମିଲ ହେବ ରାୟଗଡା, ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭ

ଭୁବନେଶ୍ୱର- ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାୟଗଡା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ହେଲଥ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଭର୍ଚୁଆଲରେ ହେଲଥ ସ୍ମାର୍ଟ କାର୍ଡ ବଂଟନ କରିବେ ମୁଖ୍ୟମନ୍ତ୍ରୀ । ଏଥିସହ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦଘାଟନ…

ଆଜି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର- ଆଜି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଠକରେ ଅଧ୍ୟକ୍ଷତା କରିବେ । ଅପରାହ୍ନ ସାଢେ ୫ଟାରେ ପ୍ରଥମେ ବସିବ ମନ୍ତ୍ରୀ ପରିଷଦ ବୈଠକ । ଏହାପରେ ୫ଟା୪୫ରେ କ୍ୟାବିନେଟ ବୈଠକ ବସିବ । ନବୀନ ନିବାସରୁ ଭର୍ଚୁଆଲ ମୋଡରେ ମୁଖ୍ୟମନ୍ତ୍ରୀ…