ଆନ୍ଧ୍ରରେ ପ୍ରବଳ ବର୍ଷା ଯୋଗୁଁ ଟ୍ରେନ ଚଳାଚଳ ପ୍ରଭାବିତ, ଭୁବନେଶ୍ୱର ତିରୁପତି ଏକ୍ସପ୍ରେସ ବାତିଲ

ଭୁବନେଶ୍ୱର- ଆନ୍ଧ୍ର ପ୍ରଦେଶରେ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁଁ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି । ରାଜ୍ୟ ମଧ୍ୟ ଦେଇ ଚଳାଚଳ କରୁଥିବା କିଛି ଟ୍ରେନ ବାତିଲ କରିଦିଆଯାଇଛି । ଭୁବନେଶ୍ୱରରୁ ଛାଡିବାକୁ ଥିବା ଭୁବନେଶ୍ୱର-ତିରୁପତି ଏକ୍ସପ୍ରେସ ବାତିଲ କରିଦିଆଯାଇଥିବା ବେଳେ…

ଅନିଶ୍ଚିତତା ଦୂର : ଭୁବନେଶ୍ୱରରେ ପହଂଚିଲା ପାକିସ୍ତାନ ଜୁନିଅର ହକି ଦଳ

ଭୁବନେଶ୍ୱର- ଆସନ୍ତା ୨୪ ତାରିଖରେ କଳିଙ୍ଗ ହକି ଷ୍ଟାଡିୟମରେ ଆରମ୍ଭ ହେବାକୁ ଥିବା ବିଶ୍ୱକପ୍ ଜୁନିଅର ହକିରେ ଭାଗ ନେବା ପାଇଁ ପାକିସ୍ତାନ ଦଳ ଭୁବନେଶ୍ୱରରେ ପଂହଚିଛି । ଫଳରେ ଦଳର ଅଂଶଗ୍ରହଣ ନେଇ ଥିବା ଅନିଶ୍ଚିତତା ଦୂର ହୋଇଛି । ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବା ପରେ ପାକ୍ ଦଳକୁ କଡା…

ଆଜି ଇଡେନ୍ ଗାର୍ଡେନ୍ସରେ ତୃତୀୟ ଟି-୨୦, କ୍ଲିନ୍ ସୁଇପ୍ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

କୋଲକାତା:ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ତଥା ଅନ୍ତିମ ଟି-୨୦ ରବିବାର ଇଡେନ୍ ଗାର୍ଡେନ୍ସରେ ଖେଳାଯିବ । ପ୍ରଥମ ଦୁଇଟି ଟି-୨୦ ମ୍ୟାଚ୍ ଜିତିବା ସହିତ ଟିମ୍ ଇଣ୍ଡିଆ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ କବଜା କରିଛି। ବର୍ତ୍ତମାନ ଟିମ୍ ଇଣ୍ଡିଆର ଲକ୍ଷ୍ୟ ନ୍ୟୁଜିଲାଣ୍ଡକୁ କ୍ଲିନ୍…