ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଦିନକର ଶିଶୁ କନ୍ୟା ଚୋରି ଅଭିଯୋଗ, ପୋଲିସ ତଦନ୍ତ ଆରମ୍ଭ

ସୋନପୁର – ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନବଜାତ ଶିଶୁ କନ୍ୟା ଚୋରି ଅଭିଯୋଗ । ଗତକାଲି ଜନ୍ମିତ ଶିଶୁ କନ୍ୟାର ପତ୍ତା ମିଳୁନାହିଁ । ପରିବାର ଲୋକେ ବହୁତ ଖୋଜାଖୋଜି କଲା ପରେ ବି ଦିନକର ଶିଶୁକନ୍ୟାଟିର ପତ୍ତା ମିଳିନାହିଁ । ପୋଲିସ ତଦନ୍ତ ଆରମ୍ଭ ହୋଇଛି । ହସପିଟାଲର ସିସିଟିଭି…

ସହରାଞ୍ଚଳ ରାସ୍ତାଘାଟ ଓ ନର୍ଦ୍ଦମା ମରାମତି ତଥା ଉନ୍ନତିକରଣ ପାଇଁ ୫୦୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବର୍ଷା ଯୋଗୁ ସାରା ରାଜ୍ୟରେ ବିଭିନ୍ନ ସହରାଞ୍ଚଳର କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ରାସ୍ତାଘାଟ, ନର୍ଦ୍ଦମା ଓ ଫୁଟପାଥ ଆଦିର ମରାମତି ତଥା ଉନ୍ନତି କରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ସହିତ…

ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ଫଳ ପ୍ରକାଶ, ପାସ ହାର ୬୮ ଦଶମିକ ୬୬ ପ୍ରତିଶତ

ଭୁବନେଶ୍ୱର- ଯୁକ୍ତ ଦୁଇ ଅଫଲାଇନ ପରୀକ୍ଷା ଫଳ ପ୍ରକାଶ ପାଇଛି । ପାସ୍ ହାର ରହିଛି ୬୮ ଦଶମିକ ୬୬ ପ୍ରତିଶତ । ମୋଟ ୮ ହଜାର ୪୬୦ ଛାତ୍ରଛାତ୍ରୀ ପାସ ହୋଇଛନ୍ତି । ମୋଟ ୧୨ ହଜାର ୩୨୧ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ଛାତ୍ରଙ୍କ ପାସହାର ୬୨ ଦଶମିକ ୭୧ ପ୍ରତିଶତ ଥିବା ବେଳେ ୬୭ ଦଶମିକ ୭୬…

କୃଷି ଆଇନ ପ୍ରତ୍ୟାହାର ନିଷ୍ପତ୍ତିକୁ ସ୍ବାଗତ କଲେ ଆମେରିକୀୟ ସାଂସଦ, ଦେଲେ ଏମିତି ମନ୍ତବ୍ୟ…

ୱାଶିଂଟନ୍: ଆମେରିକାର ସାଂସଦ ଆଣ୍ଡି ଲେଭିନ୍ ତିନି କୃଷି ଆଇନ ପ୍ରତ୍ୟାହାର କରିବା ପାଇଁ ଭାରତ ସରକାରଙ୍କ ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି। ସୂଚନାଯୋଗ୍ୟ ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ତିନି କୃଷି ଆଇନକୁ ରଦ୍ଦ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ଘୋଷଣା…