କରୋନା ଅପଡେଟ୍: ଦେଶରେ ଆଉ ୧୦,୩୦୨ ମାମଲା, ୨୬୭ ମୃତ
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ ମୋଟ ୧୦,୩୦୨ ଟି କରୋନା ମାମଲା ରିପୋର୍ଟ ହୋଇଛି। ଏହା ସହିତ ଦେଶରେ ଏପର୍ଯ୍ୟନ୍ତ ସଂକ୍ରମିତ କୋଭିଡଙ୍କ ସଂଖ୍ୟା ୩ କୋଟି ୪୪ ଲକ୍ଷ ୯୯ ହଜାର ୯୨୫ କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ସମଗ୍ର ଦେଶରେ କୋଭିଡ କାରଣରୁ ମୋଟ ୨୬୭ ଜଣଙ୍କର…