ଭାରତୀୟ ଫୁଟବଲର ‘ସ୍ବର’ ନୋଭି କପାଡିଆ ଆଉ ନାହାନ୍ତି

ନୂଆଦିଲ୍ଲୀ: ଭାରତୀୟ ଫୁଟବଲର ସ୍ବର ତଥା 'ଏନସାଇକ୍ଲୋପିଡ଼ିଆ' ଭାବେ ପରିଚିତ ବିଶିଷ୍ଟ ଭାଷ୍ୟକାର ତଥା ଦିଲ୍ଲୀ ବିଶ୍ୱବିଦ୍ୟାଳୟର ପୂର୍ବତନ ପ୍ରଫେସର ନୋଭି କପାଡିଆଙ୍କ ଗୁରୁବାର ଦେହାନ୍ତ ହୋଇଯାଇଛି। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା।…

ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିପାରିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି । ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୫୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ମାଲକାନଗିରିର ୬ଟି ସ୍କୁଲ, ଝାରସୁଗୁଡାର ୨୫ଟି,…