ମିଶନ ଶକ୍ତି ଗୋଷ୍ଠୀର ମାଆମାନଙ୍କୁ ଅଧିକ ସରକାରୀ କାମ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ବର: ରାଜ୍ୟରେ ମହିଳା ମାନଙ୍କ ଅର୍ଥନୈତିକ ସଶକ୍ତିକରଣ ପାଇଁ ରାଜ୍ୟ ସରକାର ପ୍ରତିଶୃତିବଦ୍ଧ । ମିଶନ ଶକ୍ତି ମା ମାନଙ୍କୁ ସରକାରୀ କାମ ଯୋଗାଇ ଦେବା ଏହାର ଏକ ପ୍ରମୁଖ ମାଧ୍ୟମ । ଏହାକୁ ଦୃଷ୍ଟିରେ ରଖି ଆମର ସବୁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଉ। ରାଜ୍ୟ ସରକାରଙ୍କ ସବୁ ବିଭାଗ ମାନେ…