ଗୀତା ମାହାତ୍ମ୍ୟ: କର୍ମଜଂ ବୁଦ୍ଧିଯୁକ୍ତ ହି ଫଳମ ତ୍ୟକ୍ତ ମନିଷିଣ। ଜନ୍ମବନ୍ଧ ବିନିର୍ମୁକ୍ତ ପଦଂ ଗଛନ୍ତ୍ୟନାମୟମ।।

ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ କର୍ମଫଳ ବିଷୟରେ ଭଗବାନ ଶ୍ରୀକୃଷ୍ଣ କହୁଛନ୍ତି: - କର୍ମଜଂ ବୁଦ୍ଧିଯୁକ୍ତ ହି ଫଳମ ତ୍ୟକ୍ତ ମନିଷିଣ। ଜନ୍ମବନ୍ଧ ବିନିର୍ମୁକ୍ତ ପଦଂ ଗଛନ୍ତ୍ୟନାମୟମ।। ହେ ଅର୍ଜୁନ ! ସମବୁଦ୍ଧିରେ ଯୁକ୍ତ ଜ୍ଞାନିଜନମାନେ କର୍ମଦ୍ୱାରା ଉତ୍ପନ୍ନ ହେଉଥିବା…

୫ଟି ଜିଲ୍ଲାର ୧୩୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତର ପର୍ବ । ୫-ଟି ସ୍କୁଲ ରୂପାନ୍ତରିଣ କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ଚାଲିଛି । ସାତ ଦିନର ଏହି କାର୍ଯ୍ୟକ୍ରମରେ ଆଜି ଚତୁର୍ଥ ଦିବସରେ ନୂଆପଡା, ଗଞ୍ଜାମ, ସମ୍ଵଲପୁର ,…

ନିତି ଆୟୋଗ ଦ୍ଵାରା ପରିଚାଳିତ ଜାତୀୟ ସ୍ତରୀୟ ୱେବିନାର୍

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ନିତି ଆୟୋଗର ସି.ଇ.ଓ. ଅମିତାଭ କାନ୍ତଙ୍କ ଦ୍ଵାରା ଏକ ଜାତୀୟ ସ୍ତରୀୟ ୱେବିନାର ‘ ସାଥ୍‌ ’ ପ୍ରକଳ୍ପ ଶିକ୍ଷା ପରିଚାଳନା କରାଯାଇଛି । ଉକ୍ତ ୱେବିନାର୍‌ରେ ଉଭୟ ବିସିଜି ଏବଂ ପିରାମଲ ଫାଉଣ୍ଡେସନ ସେମାନଙ୍କର ସହଯୋଗ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ‘…

ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

ଭୁବନେଶ୍ୱର: କୋଭିଡ୍ - ୧୯ ମହାମାରୀ ସମୟରେ ଗଣମାଧ୍ୟମର ଭୂମିକା ଅତ୍ୟନ୍ତ ସୁଦୂରପ୍ରସାରୀ ଓ ପ୍ରଭାବଶାଳୀ ରହିଥିଲା । ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସରେ ‘ ମହାମାରୀ ମସୟରେ ଗଣମାଧ୍ୟମ : ଏକ ନୂତନ ଆହ୍ଵାନ ’ ’ ବିଷୟବସ୍ତୁ…

ଶିଶୁ ଯୌନ ଶୋଷଣ ମାମଲାର ତଦନ୍ତ କରିବାକୁ ଯାଇଥିବା ସିବିଆଇ ଅଧିକାରୀଙ୍କୁ ଲୋକଙ୍କ ମାଡ ଅଭିଯୋଗ

ଢେଙ୍କାନାଳ –ଶିଶୁ ଯୈାନ ଶୋଷଣ ମାମଲାର ତଦନ୍ତ କରିବାକୁ ଯାଇଥିବା ସିବିଆଇ ଅଧିକାରୀଙ୍କୁ ମାଡ ଅଭିଯୋଗ । ଆଜି ସକାଳେ ଟାଉନ ଥାନା କଲୋନୀ ସାହିର ବାସିନ୍ଦା ସୁରେନ୍ଦ୍ର ନାଏକଙ୍କ ଘରେ ପହଂଚିଥିଲେ ଦିଲ୍ଲୀ ଓ ଭୁବନେଶ୍ୱରର ୮ ଜଣିଆ ସିବିଆଇ ଟିମ୍ । ସୁରେନ୍ଦ୍ରଙ୍କୁ ଗୋଟିଏ ଘରେ ସିବିଆଇ…