ଆସନ୍ତା ୨୪ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ପୁରୀ - ଆସନ୍ତା ୨୪ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀମନ୍ଦିର ମେଘନାଦ ପାଚେରୀ କଡରୁ ୭୫ ମିଟର ପରିଧି ମଧ୍ୟରେ ଐତିହ୍ୟ ସୁରକ୍ଷା କରିଡର ନିର୍ମାଣ ପାଇଁ ଯୋଜନା ରହିଛି । ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରାକୁ ଆଧାର କରି…

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ ସୀମା ବୃଦ୍ଧି, ମତଦାନ ସମୟ ଘଣ୍ଟାଏ ବଢିଲା

ଭୁବନେଶ୍ୱର- ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ଏକାଧିକ ପଞ୍ଚାୟତ ନିର୍ବାଚନର ଭୋଟ ଗ୍ରହଣ ଏଣିକି ୫ ଘଣ୍ଟା ବଦଳରେ ୬ ଘଣ୍ଟା ହେବ । ଅର୍ଥାତ ସକାଳ ୭ରୁ ଦିନ ୧୨ ପରିବର୍ତ୍ତେ ଦିନ ଗୋଟାଏ ଯାଏଁ ହେବ ଭୋଟ ଗ୍ରହଣ । ପ୍ରାର୍ଥୀଙ୍କ ନିର୍ବାଚନ ଖର୍ଚ୍ଚ ସୀମା ମଧ୍ୟ ବୃଦ୍ଧି କରିଛନ୍ତି କମିଶନ ।…

ପଞ୍ଚୁକର ପ୍ରଥମ ଦିନ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ

କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଅନୁଷ୍ଠିତ ହୋଇଥାଏ । ପଞ୍ଚୁକ ପାଞ୍ଚଦିନ ପ୍ରଭୁ ଲକ୍ଷ୍ମୀନାରାୟଣ ରୂପରେ ଆରାଧିତ ହୁଅନ୍ତି। ମହାପ୍ରଭୁଙ୍କର ଏହି ଦୁର୍ଲ୍ଲଭ ଲକ୍ଷ୍ମୀନାରାୟଣ ବେଶକୁ ଠିଆକିଆ ବେଶ ମଧ୍ୟ କୁହାଯାଇଥାଏ। ଏହି ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥ ନିଦ୍ରାରୁ ଉଠିଥାନ୍ତି ।…

ଗୀତା ମାହାତ୍ମ୍ୟ: କର୍ମଜଂ ବୁଦ୍ଧିଯୁକ୍ତ ହି ଫଳମ ତ୍ୟକ୍ତ ମନିଷିଣ। ଜନ୍ମବନ୍ଧ ବିନିର୍ମୁକ୍ତ ପଦଂ ଗଛନ୍ତ୍ୟନାମୟମ।।

ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ କର୍ମଫଳ ବିଷୟରେ ଭଗବାନ ଶ୍ରୀକୃଷ୍ଣ କହୁଛନ୍ତି: - କର୍ମଜଂ ବୁଦ୍ଧିଯୁକ୍ତ ହି ଫଳମ ତ୍ୟକ୍ତ ମନିଷିଣ। ଜନ୍ମବନ୍ଧ ବିନିର୍ମୁକ୍ତ ପଦଂ ଗଛନ୍ତ୍ୟନାମୟମ।। ହେ ଅର୍ଜୁନ ! ସମବୁଦ୍ଧିରେ ଯୁକ୍ତ ଜ୍ଞାନିଜନମାନେ କର୍ମଦ୍ୱାରା ଉତ୍ପନ୍ନ ହେଉଥିବା…