କଙ୍ଗନାଙ୍କ ପଦ୍ମଶ୍ରୀ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତିଙ୍କୁ ଦିଲ୍ଲୀ ମହିଳା କମିଶନ ଅଧ୍ୟକ୍ଷାଙ୍କ ଅନୁରୋଧ

ନୂଆଦିଲ୍ଲୀ: ଦିଲ୍ଲୀ ମହିଳା କମିଶନ (ଡିସିଡବ୍ଲୁ) ଅଧ୍ୟକ୍ଷା ସ୍ବାତି ମାଲିୱାଲ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କୁ ଚିଠି ଲେଖି ଅଭିନେତ୍ରୀ କଙ୍ଗନା ରଣାୱତଙ୍କୁ ଦିଆଯାଇଥିବା ପଦ୍ମଶ୍ରୀ ପୁରସ୍କାର ପ୍ରତ୍ୟାହାର କରିବାକୁ ଅନୁରୋଧ କରିଛନ୍ତି। କଙ୍ଗନା ନିକଟରେ ଏକ ଟିଭି ଚ୍ୟାନେଲରେ ଦେଶର…

କରୋନା ଅପଡେଟ୍: ଦେଶରେ ଆଉ ୧୦,୨୨୯ ସଂକ୍ରମିତ ଚିହ୍ନଟ, ୧୨୫ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାର ବିପଦ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ପ୍ରତିଦିନ ପ୍ରାୟ ୧୦ ହଜାରରୁ ଉର୍ଦ୍ଧ୍ବ କରୋନା ମାମଲା ରିପୋର୍ଟ ହେଉଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ବାରା ସୋମବାର ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ଦେଶରେ ୧୦,୨୨୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି…

ପଦ୍ମ ବିଭୂଷଣ ବାବାସାହେବ ପୁରନ୍ଦରେଙ୍କ ଦେହାନ୍ତ

ମୁମ୍ବାଇ: ବିଶିଷ୍ଟ ଐତିହାସିକ ଓ ଲେଖକ ତଥା ପଦ୍ମ ବିଭୂଷଣ ପୁରସ୍କାର ପ୍ରାପ୍ତ ବଲୱନ୍ତ ମୋରେଶ୍ୱର ପୁରନ୍ଦରେଙ୍କ ଆଜି ସକାଳେ ପୁଣେର ଏକ ହସ୍ପିଟାଲରେ ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୯ ବର୍ଷ ବୟସ ହୋଇଥିଲା। ଶିବ ଶାହିର ବାବାସାହେବ ପୁରନ୍ଦରେଙ୍କ ମୃତ୍ୟୁକୁ ନେଇ…