ଆଜି ଦିଆଯିବ ଜାତୀୟ କ୍ରୀଡା ପୁରସ୍କାର, ପ୍ରମୋଦ ଭଗତ ପାଇବେ ଖେଳରତ୍ନ, ବୀରେନ୍ଦ୍ରା ଲାକ୍ରା ଓ ଅମିତ ରୋହିଦାସଙ୍କୁ…

ନୂଆଦିଲ୍ଲୀ - ଆଜି ପ୍ରଦାନ କରାଯିବ ୨୦୨୧ର ଜାତୀୟ କ୍ରୀଡା ପୁରସ୍କାର । ଟୋକିଓ ପାରା ଅଲିମ୍ପିକ୍ସ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ବିଜେତା ଓଡିଶାର ପ୍ରମୋଦ ଭଗତଙ୍କ ସମେତ ୧୨ କ୍ରୀଡାବିତଙ୍କୁ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ସମ୍ମାନ ଦିଆଯିବ । ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ…

ରାଜ୍ୟର ଅନେକ ସ୍ଥାନରେ ଲଘୁଚାପ ବର୍ଷା, ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ, ଛତ୍ରପୁରରେ ସର୍ବାଧିକ ବର୍ଷା

ଭୁବନେଶ୍ୱର- ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି । ଏହା ବର୍ତ୍ତମାନ ତାମିଲନାଡୁ ଉପକୂଳ ଓ ଆଭ୍ୟନ୍ତରୀଣ ଅଂଚଳରେ ସକ୍ରିୟ ରହିଛି । ସେହି ଅଂଚଳରୁ ଗୋଟିଏ ଟ୍ରାପ ଲାଇନ ଓଡିଶା ଯାଏଁ ଲମ୍ବିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ…

ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ ଜିଲ୍ଲା ଗସ୍ତ, ବିଏସକେୱାଇ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ, ଜିଲ୍ଲାକୁ ଦେବେ ୨୯୫…

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ ଜିଲ୍ଲା ଗସ୍ତ କରିବେ । ବିଜେପୁରରେ ହେବାକୁ ଥିବା ସମାବେଶରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ହେଲଥ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଏହାଛଡା ବରଗଡ ଜିଲ୍ଲାକୁ ୨୯୫ କୋଟି…

ଶ୍ରୀଜୀଉଙ୍କ ରାଧାଦାମୋଦର ବେଶ, ଆଜି ଅନ୍ତିମ ଦିବସ

ଶ୍ରୀଜୀଉଙ୍କର ରାଧା ଦାମୋଦର ବେଶ ପ୍ରତ୍ୟେକ ବର୍ଷ ଆଶ୍ୱିନ ଶୁକ୍ଳ ଏକାଦଶୀ ଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଦୀର୍ଘ ଏକମାସ ପର୍ଯ୍ୟନ୍ତ ପ୍ରତ୍ୟହ ଅନୁଷ୍ଠିତ ହୋଇଥାଏ । କାର୍ତ୍ତିକ ମାସରେ ବିଷ୍ଣୁଙ୍କର ନାମ ଦାମୋଦର ହୋଇଥିବାରୁ ବେଶର ନାମ ଏପରି ନାମକରଣ କରାଯାଇଛି । ପୌରାଣିକ…

ଗୀତା ମାହାତ୍ମ୍ୟ: କର୍ମଜଂ ବୁଦ୍ଧିଯୁକ୍ତ ହି ଫଳମ ତ୍ୟକ୍ତ ମନିଷିଣ। ଜନ୍ମବନ୍ଧ ବିନିର୍ମୁକ୍ତ ପଦଂ ଗଛନ୍ତ୍ୟନାମୟମ।।

ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ କର୍ମଫଳ ବିଷୟରେ ଭଗବାନ ଶ୍ରୀକୃଷ୍ଣ କହୁଛନ୍ତି: - କର୍ମଜଂ ବୁଦ୍ଧିଯୁକ୍ତ ହି ଫଳମ ତ୍ୟକ୍ତ ମନିଷିଣ। ଜନ୍ମବନ୍ଧ ବିନିର୍ମୁକ୍ତ ପଦଂ ଗଛନ୍ତ୍ୟନାମୟମ।। ହେ ଅର୍ଜୁନ ! ସମବୁଦ୍ଧିରେ ଯୁକ୍ତ ଜ୍ଞାନିଜନମାନେ କର୍ମଦ୍ୱାରା ଉତ୍ପନ୍ନ ହେଉଥିବା…