ମୌଲାନା ଅବୁଲ କଲାମ ଆଜାଦଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ସ୍ୱାଧୀନତା ସଂଗ୍ରୀମା ତଥା ସ୍ୱାଧୀନ ଭାରତର ପ୍ରଥମ ଶିକ୍ଷାମନ୍ତ୍ରୀ, ବିଦ୍ୱାନ ମୌଲାନା ଅବୁଲ କଲାମ ଆଜାଦଙ୍କ ଆଜି ଜନ୍ମବାର୍ଷିକୀ । ତାଙ୍କ ଜନ୍ମଦିନକୁ ଜାତୀୟ ଶିକ୍ଷା ଦିବସ ଭାବେ ବି ପାଳନ କରାଯାଏ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ…

ରାଜ୍ୟ ସରକାରଙ୍କ ପୋଲିସ ସଂସ୍କାରର ସୁଫଳ: ଦେଶର ଟପ୍-୩ ଥାନା ମଧ୍ୟରେ ଗାଙ୍ଗପୁର

ଛତ୍ରପୁର: ଶାସନ ଓ ପ୍ରଶାସନର ସବୁ କ୍ଷେତ୍ରରେ ଉନ୍ନତିମୂଳକ ପ୍ରୟୋଗ ସହ ରୂପାନ୍ତରଣ ଜରିଆରେ ରାଜ୍ୟବାସୀଙ୍କୁ ଉତ୍ତମ ସେବା ଯୋଗାଇ ଦେବାକୁ ପ୍ରତିଶ୍ରୁତିବଦ୍ଧ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଶିକ୍ଷା ହେଉ କି ସ୍ଵାସ୍ଥ୍ୟ, କ୍ରୀଡ଼ା ଅଥବା ପୋଲିସ ବିଭାଗ, ପ୍ରତିଟି କ୍ଷେତ୍ରରେ ରାଜ୍ୟବାସୀ…

ଗୋଷ୍ଠାଷ୍ଟମୀ -‘ ଗାବୋ ସର୍ଵ ସୁଖପ୍ରଦା’

କାର୍ତ୍ତିକ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ସର୍ବତ୍ର ଗୋପାଷ୍ଟମୀ ବା ଗୋଷ୍ଠାଷ୍ଟମୀ ପର୍ବ ପାଳିତ ହୋଇଥାଏ । ଏହିଦିନ ପ୍ରାତଃକାଳରୁ ସ୍ନାନାଦି ନିତ୍ୟକର୍ମ ସାରି ଗୋମାତାଙ୍କୁ ସ୍ନାନ କରାଇବା ପରେ ଜଳ, ଅକ୍ଷତ, ଶସ୍ୟ, ବସ୍ତ୍ର, ଭୋଗ ଏବଂ ଧୂପ ଆଦି ସହ ପୂଜା କରାଯାଇଥାଏ । ଏହି ଦିନ…

ଗୀତା ମାହାତ୍ମ୍ୟ: ଯଦା ତେ ମୋହ କଲିଲଂ ବୁଦ୍ଧିର୍ବ୍ୟତୀତରିଷ୍ୟତି। ତଦା ଗନ୍ତାସି ନିର୍ବେଦଂ ଶ୍ରୋତଵ୍ୟସ୍ୟ ଶ୍ରୁତସ୍ୟ…

ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ କର୍ମଫଳ ବିଷୟରେ ଭଗବାନ ଶ୍ରୀକୃଷ୍ଣ କହୁଛନ୍ତି: - ଯଦା ତେ ମୋହ କଲିଲଂ ବୁଦ୍ଧିର୍ବ୍ୟତୀତରିଷ୍ୟତି। ତଦା ଗନ୍ତାସି ନିର୍ବେଦଂ ଶ୍ରୋତଵ୍ୟସ୍ୟ ଶ୍ରୁତସ୍ୟ ଚ।। ହେ ଅର୍ଜୁନ ! ଯେତେବେଳେ ତୁମ୍ଭର ବୁଦ୍ଧି ମୋହ ରୂପକ ପଙ୍କକୁ ସମ୍ପୂର୍ଣ୍ଣ…

ସଡକ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଅଭିନବ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ ଉଦ୍‌ଘାଟିତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟର ଠାରେ ସଡକ ସୁରକ୍ଷା ପାଇଁ ଏକ ଅଭିନବ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ର ଶୁଭାରମ୍ଭ କରିଛନ୍ତି। ରାଜ୍ୟ ପରିବହନ ବିଭାଗ ଦ୍ବାରା ଆୟୋଜିତ ଏହି ତାଲିମ କାର୍ଯ୍ୟକ୍ରମରେ ୩୦ ହଜାର ପ୍ରଥମ ଜୀବନ ରକ୍ଷାକାରୀ…

ଶେଷରେ ଗିରଫ ହେଲେ କଳାଧନ କୁବେର ପ୍ରତାପ ସାମଲ

ଭୁବନେଶ୍ୱର- ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଶେଷରେ ଗିରଫ ହୋଇଛନ୍ତି ଓଡିଶା ପୋଲିସ ହାଉସିଂ ଆଣ୍ଡ୍ ୱେଲଫେୟାର କର୍ପୋରେସନର ଡେପୁଟି ମ୍ୟାନେଜର ପ୍ରତାପ ସାମଲ । ପ୍ରତାପ ସାମଲ ଓ ତାଙ୍କ ପତ୍ନୀଙ୍କ ନାଁରେ ମାମଲା ରୁଜୁ ହୋଇଛି । ଭିଜିଲାନ୍ସ ରେଡ୍ ପରେ ପ୍ରତାପଙ୍କ ୧୪ କୋଟି ୮୭ ଲକ୍ଷ ଆୟ…