ରାଜଗାଙ୍ଗପୁରରେ ଖୋଲିଲା ସୁନ୍ଦରଗଡ଼ ଜିଲ୍ଲାର ପ୍ରଥମ ମିଲେଟ୍ ଶକ୍ତି ଟିଫିନ୍ ସେଣ୍ଟର

ମାଣ୍ଡିଆ ଓ ଅନ୍ୟାନ୍ୟ ପୁଷ୍ଟିଶସ୍ୟରୁ ତିଆରି ହେଉଛି ସୁଆଦିଆ ଜଳଖିଆ, ମିଶନଶକ୍ତି ମା’ଙ୍କୁ ଜୀବିକା ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ଖୋଲିଲା ପ୍ରଥମ ମିଲେଟ୍ ଶକ୍ତି ଟିଫିନ୍ ସେଣ୍ଟର। ଓଡ଼ିଶା ପୁଷ୍ଟିଶସ୍ୟ ମିଶନ ଏବଂ ମିଶନଶକ୍ତି ବିଭାଗ ଆନୁକୂଲ୍ୟରେ ରାଜଗାଙ୍ଗପୁରଠାରେ ଶନିବାର ଦିନ ଏହି…