ଭାଟିକାନରେ ପୋପ୍ ଫ୍ରାନ୍ସିସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଭାରତ ଆସିବାକୁ ନିମନ୍ତ୍ରଣ କଲେ

ଭାଟିକାନ ସିଟି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାଟିକାନରେ ପହଞ୍ଚି ପୋପ ଫ୍ରାନ୍ସିସଙ୍କୁ ଭେଟିଛନ୍ତି। ଏହି ସମୟରେ ସେ କୋଭିଡ, ବିଶ୍ୱ ପରିସ୍ଥିତି ଏବଂ ଶାନ୍ତି ଏବଂ ସ୍ଥିରତା ବଜାୟ ରଖିବା ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଟ୍ୱିଟ୍ କରି କହିଛନ୍ତି…