ଗୋପନୀୟ ତଥ୍ୟ ଲିକ୍ ମାମଲାରେ ତିନି ନୌସେନା ଅଧିକାରୀଙ୍କୁ ଗିରଫ କଲା ସିବିଆଇ

ମୁମ୍ବାଇ: ଏକ ବୁଡା ଜାହାଜର ଆଧୁନିକୀକରଣ ସମ୍ପର୍କିତ ଗୋପନୀୟ ତଥ୍ୟ ଲିକ୍ ଘଟଣାରେ ସିବିଆଇ ଭାରତୀୟ ନୌସେନାର ଦୁଇ ଜଣ ଅବସରପ୍ରାପ୍ତ ଅଧିକାରୀଙ୍କ ସହ ଜଣେ କାର୍ଯ୍ୟରତ ଅଧିକାରୀଙ୍କୁ ଗିରଫ କରିଛି। ସୂତ୍ରରୁ ପ୍ରକାଶ ଯେ ଗତ ମାସରେ ଘଟିଥିବା ଏହି ଘଟଣା ପରେ ଭାରତୀୟ ନୌସେନା ଉପ-ଆଡମିରାଲ ଏବଂ…

ପେଗାସସ୍ ମାମଲା: କାଲି ଆସିବ ସୁପ୍ରିମକୋର୍ଟଙ୍କ ରାୟ

ନୂଆଦିଲ୍ଲୀ: ପେଗାସସ୍ ଗୁଇନ୍ଦାଗିରି ମାମଲାରେ କୋର୍ଟ ତତ୍ତ୍ଵାବଧାନରେ ସ୍ବତନ୍ତ୍ର ତଦନ୍ତ ନେଇ ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ବୁଧବାର ଦିନ ରାୟ ପ୍ରକାଶ କରିବେ। ପ୍ରଧାନ ବିଚାରପତି ଜଷ୍ଟିସ ଏନଭି ରମନ୍ନାଙ୍କ ନେତୃତ୍ୱରେ ତିନିଜଣିଆ ଖଣ୍ଡପୀଠ ଏହି ସମ୍ବେଦନଶୀଳ ମାମଲାରେ ରାୟ ଶୁଣାଇବେ।…

ରାଜ୍ୟର ସମସ୍ତ ୩୪ଟି ପୋଲିସ ଜିଲ୍ଲାରେ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା ପାଇଁ ନବୀନଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ (Child Friendly Police Station) ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସମୁଦାୟ ୩୪ଟି ପୋଲିସ ଜିଲ୍ଲା ରହିଛି ଏବଂ ପ୍ରତ୍ୟେକ ପୋଲିସ ଜିଲ୍ଲାରେ ଗୋଟିଏ ଲେଖାଏ ଶିଶୁ ଅନୁକୂଳ ପୋଲିସ…

ଲକ୍ଷ୍ମୀପୁର ହିଂସା ମାମଲା: ସାକ୍ଷୀମାନଙ୍କୁ ସୁରକ୍ଷା ଯୋଗାଇବାକୁ ଉତ୍ତର ପ୍ରଦେଶ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ…

ନୂଆଦିଲ୍ଲୀ: ଲକ୍ଷ୍ମୀପୁର ଖେରୀ ହିଂସା ମାମଲାରେ ଆଜି ପୁଣି ଥରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ଏହି ଘଟଣାରେ ସମସ୍ତ ସାକ୍ଷୀମାନଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ ସୁପ୍ରିମକୋର୍ଟ ଉତ୍ତର ପ୍ରଦେଶ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କୋର୍ଟ କହିଛନ୍ତି ଯେ ସାକ୍ଷୀଙ୍କ ବୟାନ…