ବିନା ଛୁଂଚିରେ ଶିଶୁଙ୍କୁ ଦିଆଯିବ କୋଭିଡ ଟିକା

ଭୁବନେଶ୍ୱର – ଶିଶୁଙ୍କୁ ଟିକାକରଣ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଛନ୍ତି ଯେ, ରାଜ୍ୟରେ ବିନା ଛୁଂଚିରେ ଶିଶୁଙ୍କୁ ଟିକା ଦିଆଯିବ । ପିଲାମାନେ ଇଂଜେକସନକୁ ଡରୁଥିବାରୁ ବିନା ଛୁଂଚିରେ ସେମାନଙ୍କୁ ଟିକା ଦିଆଯିବ ବୋଲି ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି…

ପାକିସ୍ତାନକୁ ଧୂସର ତାଲିକାରେ ବଜାୟ ରଖିଲା ଏଫ୍ଏଟିଏଫ୍

ଇସଲାମାବାଦ: ପ୍ୟାରିସରେ ଆୟୋଜିତ ଫାଇନାନ୍ସିଆଲ୍ ଆକ୍ସନ୍ ଟାସ୍କ ଫୋର୍ସ (ଏଫ୍ଏଟିଏଫ୍) ର ଅନଲାଇନ୍ ବୈଠକରେ ପାକିସ୍ତାନକୁ ଧୂସର ତାଲିକାରେ ବଜାୟ ରଖିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଗୁରୁବାର ସନ୍ଧ୍ୟାରେ ଜାରି ଏକ ବିବୃତ୍ତିରେ ଏଫ୍ଏଟିଏଫ୍ କହିଛି ଯେ ଆତଙ୍କବାଦ ବିରୋଧରେ ୩୪ ସୂତ୍ରୀ…

ମୟୂରଭଞ୍ଜ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବାରିପଦା – ମୟୂରଭଞ୍ଜ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାରିପଦାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଇଁ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି । ଉଦବୋଧନ ଦେଇ…

୧୦୦ କୋଟି ଟିକାକରଣ ପ୍ରତ୍ୟେକ ଦେଶବାସୀଙ୍କ ସଫଳତା: ମୋଦି

ନୂଆଦିଲ୍ଲୀ: କରୋନା ଟିକାକରଣରେ ଭାରତ ୧୦୦ କୋଟି ମାଇଲଖୁଣ୍ଟ ହାସଲ କରିବାର ଦିନକ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦେଶକୁ ସମ୍ବୋଧନ କରିଛନ୍ତି । ମୋଦି କହିଛନ୍ତି ଯେ, ଅକ୍ଟୋବର ୨୧ରେ ଭାରତ ୧୦୦ କୋଟି ଟିକା ଡୋଜର କଷ୍ଟସାଧ୍ୟ କିନ୍ତୁ ଅସାଧାରଣ ଲକ୍ଷ୍ୟ ହାସଲ କରିଛି। ଏହି ସଫଳତା…

ବାଂଲାଦେଶ: ହିନ୍ଦୁଙ୍କ ବିରୋଧରେ ହିଂସାର ମୁଖ୍ୟ ଅଭିଯୁକ୍ତ ଇକବାଲ ହୁସେନ୍ ଗିରଫ

ଢାକା: ବାଂଲାଦେଶର ହିନ୍ଦୁଙ୍କ ବିରୋଧରେ ସାମ୍ପ୍ରଦାୟିକ ହିଂସା ସୃଷ୍ଟି କରିଥିବା ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଗିରଫ ବ୍ୟକ୍ତିର ନାମ ହେଉଛି ଇକବାଲ ହୁସେନ୍ | ଏକ ଅସ୍ଥାୟୀ ପୂଜା ମଣ୍ଡପରେ କୋରାନ ରଖିବା ଅଭିଯୋଗରେ ପୋଲିସ ଏହି ବ୍ୟକ୍ତିଙ୍କୁ କକ୍ସ ବଜାରରୁ ଗିରଫ କରିଛି। ସିସିଟିଭି ଫୁଟେଜ…