ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ସଂପର୍କରେ ଜିଲ୍ଲାପାଳମାନଙ୍କ ସହ ରାଜ୍ୟ ନିର୍ବାଚନ କମିଶନରଙ୍କ ଭିଡ଼ିଓ କନ୍‌ଫରେନ୍ସିଂ…

ଭୁବନେଶ୍ୱର: ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ , ଆଗାମୀ ଦିନରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ସଂପର୍କରେ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କ ସହ ଭିଡ଼ିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ବିସ୍ତୃତ ଆଲୋଚନା କରିଛନ୍ତି । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଦ୍ଵାରା ତା…

ନଭେମ୍ବର ୨୨ ତାରିଖରୁ ନବମ ଶ୍ରେଣୀ ସମ୍ମେଟିଭ ପରୀକ୍ଷା

ଭୁବନେଶ୍ୱର- ଆସନ୍ତାମାସ ନଭେମ୍ବର ୨୨ ତାରିଖରୁ ଆରମ୍ଭ ହେବ ନବମ ଶ୍ରେଣୀ ସମ୍ମେଟିଭ ପରୀକ୍ଷା । ଦୁଇଟି ସିଟିଂରେ ହେବ ସମ୍ମେଟିଭ ପରୀକ୍ଷା । ପ୍ରଥମ ସିଟିଂ ସକାଳ ୯ଟାରୁ ୧୦ ଓ ଦ୍ୱିତୀୟ ୧୧ଟାରୁ ୧୨ଟା ଯାଏଁ ହେବ । ମୋଟ ୪୦ ନମ୍ବର ମାର୍କର ପରୀକ୍ଷା ହେବ । ୨୦ ମାର୍କର ସବଜେକଟିଭ ଓ ୨୦ ମାର୍କର…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩% ବଢ଼ିଲା

ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଦୀପାବଳି ଭେଟି ମିଳିଛି । ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ତିନି ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ନିଷ୍ପତ୍ତିକୁ ଆଜି କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଏଥିସହ କେନ୍ଦ୍ର କର୍ମଚାରୀଙ୍କ ମୋଟ ମହଙ୍ଗା ଭତ୍ତା…

ମନୀଷ ଅନୁରାଗ ମୃତ୍ୟୁ ମାମଲାରେ ଅଭିଯୁକ୍ତଙ୍କ ହେବ ଲାଏ ଡିଟେକସନ୍ ଟେଷ୍ଟ : ଭୁବନେଶ୍ୱର ଡିସିପି

ଭୁବନେଶ୍ୱର – ବହୁଚର୍ଚ୍ଚିତ ମନୀଷ ଅନୁରାଗ ମୃତ୍ୟୁ ମାମଲାରେ ଗିରଫ ସବୁ ଅଭିଯୁକ୍ତଙ୍କ ଲାଏ ଡିଟେକସନ ଟେଷ୍ଟ କରାଯିବ । ପୋଲିସ ମନୀଷଙ୍କ ମୃତ୍ୟୁକୁ ହତ୍ୟାକାଣ୍ଡ ବୋଲି କହୁଛି । ହେଲେ ପୋଷ୍ଟମର୍ଟମ ରିପୋର୍ଟରୁ ମନୀଷଙ୍କ ମୃତ୍ୟୁ ଶ୍ୱାସରୁଦ୍ଧ ଯୋଗୁଁ ହୋଇଥିବା ଦର୍ଶାଯାଇଛି । ଅଭିଯୁକ୍ତ…