ଓଡିଶା ହାଇକୋର୍ଟରେ ତିନି ନୂଆ ବିଚାରପତିଙ୍କ ଶପଥ ଗ୍ରହଣ

ଭୁବନେଶ୍ୱର- ଓଡିଶା ହାଇକୋର୍ଟର ୩ ନୂଆ ବିଚାରପତି ଆଜି ଶପଥ ଗ୍ରହଣ କରିଛନ୍ତି । ଜଷ୍ଟିସ ମୃଗାଙ୍କ ଶେଖର ସାହୁ, ଜଷ୍ଟିସ ରାଧାକୃଷ୍ଣ ପଟ୍ଟନାୟକ ଓ ଜଷ୍ଟିସ ଶଶିକାନ୍ତ ମିଶ୍ର ଆଜି ଶପଥ ନେଇଛନ୍ତି । ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍‌. ମୁରଲୀଧର ତିନି ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି ।…

ରାଜ୍ୟରେ ଆଉ ୫୫୬ କୋରୋନା ରୋଗୀ ଚିହ୍ନଟ , ଖୋର୍ଦ୍ଧାକୁ ସର୍ବାଧିକ ୩୦୫

ଭୁବନେଶ୍ୱର- ରାଜ୍ୟରେ ଦିନକରେ ଆଉ ୫୫୬ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୩୨୪ ଓ ସ୍ଥାନୀୟ ଅଂଚଳରୁ ୨୩୨ ରୋଗୀ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୭ ଜଣ ଅଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୫, କଟକରୁ ୪୧, ସୁନ୍ଦରଗଡରୁ…

ପ୍ରଫେଟ ମହମ୍ମଦଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର - ଆଜି ହେଉଛି ମହାପୁରୁଷ ମହମ୍ମଦଙ୍କ ପବିତ୍ର ଜୟନ୍ତୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଏଥିସହ କୋଭିଡ ନିୟମର କଡା ଅନୁପାଳନ କରି ପର୍ବରେ ସାମିଲ ହେବା ପାଇଁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

‘କାଶ୍ମୀରରେ ଆମ ସୈନିକଙ୍କୁ ହତ୍ୟା କରାଯାଉଛି, ମୋଦିଜୀ ଟି-୨୦ ମ୍ୟାଚ୍ ଖେଳିବେ’, ଭାରତ-ପାକିସ୍ତାନ…

ହାଇଦ୍ରାବାଦ: ଜାମ୍ମୁ କାଶ୍ମୀରରେ ସୁରକ୍ଷା ବାହିନୀ ଏବଂ ଅଣକାଶ୍ମୀରୀ ଲୋକଙ୍କୁ ଆତଙ୍କବାଦୀମାନେ ଲଗାତାର ଟାର୍ଗେଟ କରୁଛନ୍ତି। ଏହା ମଧ୍ୟରେ ଏଆଇଏମ୍ଆଇଏମ୍ ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମ୍ୟାଚକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି ଯେ ଗୋଟିଏ…