ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ନୋଟିସ

ଭୁବନେଶ୍ୱର- ଇଡି ସ୍କାନରରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅ । ଗତକାଲି ଆଇଏଏଫଏସ ଅଭୟକାନ୍ତ ପାଠକଙ୍କୁ ୮ କୋଟି ଟଙ୍କାର କାରବାର ନେଇ ଇଡି ଜେରା କରିଥିଲା । ଏବେ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅଙ୍କୁ ହାଜର ହେବା ପାଇଁ ନୋଟିସ ପଠାଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଅଭୟକାନ୍ତ…

ପେଟ୍ରୋଲ, ଡିଜେଲ ପରେ ବଢ଼ିଲା ଏଲପିଜି ମୂଲ୍ୟ

ନୂଆଦିଲ୍ଲୀ: ପେଟ୍ରୋଲ, ଡିଜେଲ, ସିଏନଜି ଏବଂ ପିଏନଜି ମୂଲ୍ୟରେ ବୃଦ୍ଧି ପରେ ଏବେ ଏଲପିଜି ମଧ୍ୟ ମହଙ୍ଗା ହୋଇଛି। ଇଣ୍ଡିଆନ୍ ଅଏଲ୍ ୱେବସାଇଟରେ ଦିଆଯାଇଥିବା ତଥ୍ୟ ଅନୁଯାୟୀ, ପେଟ୍ରୋଲିୟମ କମ୍ପାନୀଗୁଡିକ ବୁଧବାର ଦିନ ୧୪.୨ କିଲୋଗ୍ରାମ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୫ ଟଙ୍କା ବୃଦ୍ଧି…

ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ପୁଣି ୫ ଶହ ଉପରେ, ୫୯୩ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ପୁଣି ଥରେ ୫ ଶହ ଉପରେ ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୫୯୩ ନୂଆ ଆକ୍ରାନ୍ତ । ସଂକ୍ରମିତଙ୍କ ମଧ୍ୟରେ ୮୦ ଜଣ ଶିଶୁ କିଶୋର ଅଛନ୍ତି । ସଙ୍ଗରୋଧରୁ ୩୪୬ ଓ ସ୍ଥାନୀୟ ଅଞ୍ଚଳରୁ ୨୪୭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ…

କରୋନା ଅପଡେଟ୍: କ୍ରମାଗତ ଦ୍ବିତୀୟ ଦିନ ୨୦ ହଜାରରୁ କମ୍ ମାମଲା

ନୂଆଦିଲ୍ଲୀ: ଦେଶରେ କ୍ରମାଗତ ଦ୍ବିତୀୟ ଦିନ ୨୦ ହଜାରରୁ କମ୍ କରୋନା ମାମଲା ରିପୋର୍ଟ ହୋଇଛି । ବୁଧବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୧୮,୮୩୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ​​ଏବଂ ୨୭୮ ଜଣଙ୍କ ମୃତ୍ୟୁ ହୋଇଛି। ୨୪ ଘଣ୍ଟା…

ଲକ୍ଷ୍ମୀପୁର ହିଂସା: ନିଜ ଗିରଫଦାରୀ ଉପରେ ପ୍ରଶ୍ନ ଉଠାଇଲେ ପ୍ରିୟଙ୍କା, ଲକ୍ଷ୍ମୀପୁର ଯିବାକୁ ରାହୁଲଙ୍କୁ ମିଳିଲାନି…

ନୂଆଦିଲ୍ଲୀ: ପ୍ରିୟଙ୍କା ଗାନ୍ଧୀ ବାଦ୍ରା ନିଜ ଗିରଫଦାରୀ ଉପରେ ପ୍ରଶ୍ନ ଉଠାଇଛନ୍ତି । ସେ ଓ ତାଙ୍କ ସହଯୋଗୀ ବେଲ୍ ବଣ୍ଡ୍ ଭରିବାକୁ ମନା କରି ଦେଇଥିବା ଜଣାପଡିଛି। ଗିରଫ ପରେ କଂଗ୍ରେସ ସାଧାରଣ ସମ୍ପାଦକ ଏକ ବିବୃତ୍ତି ଜାରି କରି କହିଛନ୍ତି ଯେ ଆଇନ ଉଲ୍ଲଂଘନ କରି ୟୁପି ସରକାର ତାଙ୍କୁ ଗିରଫ…