ଲକ୍ଷ୍ମୀପୁର ହିଂସା: ଲକ୍ଷ୍ନୌ ବିମାନ ବନ୍ଦରରେ ଛତିଶଗଡ ମୁଖ୍ୟମନ୍ତ୍ରୀ ବାଘେଲଙ୍କୁ ଅଟକାଇଲା ପୋଲିସ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ହିଂସା ପରେ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ମୃତ କୃଷକଙ୍କ ପରିବାର ଲୋକଙ୍କୁ ଭେଟିବା ପାଇଁ ଉତ୍ତର ପ୍ରଦେଶରେ ପହଞ୍ଚିଛନ୍ତି। ତେବେ ଲକ୍ଷ୍ନୌ ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରେ ଉପସ୍ଥିତ ଥିବା ପୋଲିସ କର୍ମଚାରୀ ତାଙ୍କୁ ବାହାରକୁ ଯିବାକୁ…