ରାଜ୍ୟରେ ଆଉ ୪୦୭ କୋରୋନା ଆକ୍ରାନ୍ତ ଚିହ୍ନଟ, ୨୪ ଘଣ୍ଟାରେ ୧୨ ଜିଲ୍ଲାରୁ ଶୂନ ସଂକ୍ରମଣ

ଭୁବନେଶ୍ୱର – ରାଜ୍ୟରେ ଆଉ ୪୦୭ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୭୪ ଜଣ ଶିଶୁ ଓ କିଶୋର ଅଛନ୍ତି । ସଙ୍ଗରୋଧରୁ ୨୩୮ ଓ ସ୍ଥାନୀୟ ଅଞ୍ଚଳରୁ ୧୬୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୭ ଓ କଟକରୁ ୬୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା…

ଆଜି ମୁଖ୍ୟମନ୍ତ୍ରୀଙ୍କ ଗଜପତି ଜିଲ୍ଲା ଗସ୍ତ, ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ, ବିଏସକେୱାଇ ସ୍ମାର୍ଟ କାର୍ଡ…

ଭୁବନେଶ୍ୱର- ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲା ଗସ୍ତରେ ଯାଉଛନ୍ତି । ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ପାରଳାଖେମୁଣ୍ଡିରେ ପହଂଚି ବିଭିନ୍ନ ୭୯୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ଏହାଛଡା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ…