ଅସିତ ତ୍ରିପାଠୀ ଭୁବନେଶ୍ୱର କ୍ଲବ୍‌ର ସଭାପତି ନିର୍ବାଚିତ

ଭୁବନେଶ୍ୱର - ପୂର୍ବତନ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଭୁବନେଶ୍ୱର କ୍ଲବ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ବିଜୟ ପଟ୍ଟନାୟକଙ୍କୁ ସେ ୨୭୮ ଭୋଟରେ ହରାଇ ନିର୍ବାଚିତ ହୋଇଛନ୍ତି । ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ସହ ପଶ୍ଚିମ ଓଡିଶା ବିକାଶ ପରିଷଦ…