ଧର୍ମ ସଂସଦରେ ଘୃଣା ସୃଷ୍ଟିକାରୀ ଭାଷଣ ମାମଲାର ଶୁଣାଣି କରିବା ପାଇଁ ସୁପ୍ରିମକୋର୍ଟ ରାଜି

ନୂଆଦିଲ୍ଲୀ: ନିକଟରେ ହରିଦ୍ୱାରରେ ଅନୁଷ୍ଠିତ ଧର୍ମ ସଂସଦରେ ସଂଖ୍ୟାଲଘୁ ସମ୍ପ୍ରଦାୟ ବିରୋଧରେ ଘୃଣା ସୃଷ୍ଟିକାରୀ ଭାଷଣ ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ଏହି ମାମଲାର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ପ୍ରଧାନ ବିଚାରପତି ଏନ.ଭି ରମନ୍ନା କହିଛନ୍ତି ଯେ ଆମେ ଏହି ମାମଲାର…

ସୁନ୍ଦରଗଡରେ ୪୯୩ କୋଟିର ୨ଟି ବ୍ୟାରେଜ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, କହିଲେ ସୁନ୍ଦରଗଡ ଓଡିଶା ବିକାଶର…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡ ସଦର ବ୍ଲକ୍ ଅନ୍ତର୍ଗତ କୋପସିଂଗା ଓ କୁଡାବଙ୍ଗା ଠାରେ ୪୯୩ କୋଟି ଟଙ୍କା ବ୍ୟୟ ଅଟକଳରେ ଇବ୍ ନଦୀ ଉପରେ ନିର୍ମାଣ ହେବାକୁ ଥିବା ଦୁଇଟି ବ୍ୟାରେଜର ଶିଳାନ୍ୟାସ କରିଛନ୍ତି । ଏହି ଦୁଇଟି ପ୍ରକଳ୍ପ କାର୍ଯ୍ୟ ଆଗାମୀ ୨ ବର୍ଷରେ ଶେଷ ହେବ…

ସର୍ବଦଳୀୟ ବୈଠକ : ପଞ୍ଚାୟତ ନିର୍ବାଚନ ଘୁଂଚାଇବା ପାଇଁ ବିରୋଧୀଙ୍କ ଦାବି, ଠିକ୍ ସମୟରେ ହେବା ସପକ୍ଷରେ ବିଜେଡି

ଭୁବନେଶ୍ୱର- ପଞ୍ଚାୟତ ନିର୍ବାଚନ ନେଇ ହୋଇଥିବା ସର୍ବଦଳୀୟ ବୈଠକରେ ବିଭିନ୍ନ ଦଳ ନିଜ ନିଜର ପ୍ରସ୍ତାବ ଉପସ୍ଥାପନ କରିଛନ୍ତି । କୋଭିଡ ସ୍ଥିତି ଯୋଗୁଁ ନିର୍ବାଚନ ତିନି ମାସ ଟାଳିବାକୁ ବିଜେପି ଓ କଂଗ୍ରେସ ମତ ରଖିଥିବା ବେଳେ ଏଥିରେ ବିଳମ୍ବ ନ ହେଉ ବୋଲି ବିଜେଡି କହିଛି । ମୁଖ୍ୟ ନିର୍ବାଚନ…

ରାଜ୍ୟରେ ୧୦୦ ଟପିଲା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା, ଆଉ ୨୮ ଚିହ୍ନଟ

ଭୁବନେଶ୍ୱର –ରାଜ୍ୟରେ ଆଉ ୨୮ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଟପିଛି । ୧୦୩ରେ ପଂହଚିଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ସଂପର୍କରେ ଆଇଏଲଏସ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇ ଦେଇଛି । ଗତ…