ବଲାଙ୍ଗିରରେ ହେବ ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ୍, ଖର୍ଚ୍ଚ ହେବ ସାଢ଼େ ୨୧ କୋଟି

ଭୁବନେଶ୍ୱର: ବଲାଙ୍ଗିରରେ ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ୍ ପ୍ରତିଷ୍ଠା ହେବ । ଆସନ୍ତା ୩୦ ମାସ ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ ହେବ ବୋଲି ବିଜ୍ଞାନ ଓ କାରିଗରୀ , ସାଧାରଣ ଉଦ୍ୟୋଗ , ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ପ୍ରକାଶ କରିଛନ୍ତି ।…