କୋଦଳାରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ, ଘର ଓ ବାଇକ୍ ପୋଡ଼ି

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା କୋଦଳାରେ ରବିବାର ପୂର୍ବାହ୍ନରେ ଗୋଷ୍ଠୀ ସଂଘର୍ଷ ଘଟି କାଳିଆ ନାହାକ (୪୧) ନାମକ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସାଗର ନାହାକ ନାମକ ଆଉ ଜଣେ ଏହି ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଜବାବରେ ପ୍ରତିପକ୍ଷ…

ଆଜି ବସିବ ପଞ୍ଜାବ କଂଗ୍ରେସ ବିଧାୟକ ଦଳ ବୈଠକ, ଘୋଷଣା ହୋଇପାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ

ଚଣ୍ଡିଗଡ଼: କ୍ୟାପଟେନ୍ ଅମରିନ୍ଦର ସିଂଙ୍କ ଇସ୍ତଫା ପରେ ପଞ୍ଜାବରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୁଖ୍ୟମନ୍ତ୍ରୀ ଦୌଡରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଅମ୍ବିକା ସୋନି ସବୁଠୁ ଆଗରେ ଥିବା ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀଙ୍କ ଦୌଡ଼ରେ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି…

ମୁଖ୍ୟମନ୍ତ୍ରୀଙ୍କ ଫୋକସରେ ପଶ୍ଚିମ ଓଡିଶା : ୨୨ରେ ବଲାଙ୍ଗିର ଗସ୍ତ, ସ୍ମାର୍ଟ ହେଲଥ କାର୍ଡ ବଂଟନ ସହ ବିଭିନ୍ନ…

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀଙ୍କ ଫୋକସରେ ପଶ୍ଚିମ ଓଡିଶାର ବିକାଶ । ସୁନ୍ଦରଗଡ ପରେ ଆସନ୍ତା ୨୨ ତାରିଖରେ ବଲାଙ୍ଗିର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଲାଙ୍ଗିର, ଟିଟିଲାଗଡ ଓ ପାଟଣାଗଡ ଯିବେ ମୁଖ୍ୟମନ୍ତ୍ରୀ । ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର…

କରୋନା ଅପଡେଟ୍: ଦେଶରେ ଆଉ ୩୦,୭୭୩ ନୂଆ ମାମଲା, ୩୦୯ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ମାମଲା ପୁଣି ୩୦ ହଜାର ଟପିଛି। ରବିବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ୩୦,୭୭୩ ନୂଆ କରୋନା ମାମଲା ଆସିଛି ​​ଏବଂ ୩୦୯ ଲୋକ ପ୍ରାଣ ହରାଇଛନ୍ତି। ୩୮,୯୪୫ ଲୋକ ମଧ୍ୟ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି…