ରାଜ୍ୟରେ ଆଉ ୭୪୫ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ, ୧୮ ବର୍ଷରୁ କମ ବୟସର ୧୧୯
ଭୁବନେଶ୍ୱର – ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୭୪୫ କୋରୋନା ଆକ୍ରାନ୍ତ । ସଙ୍ଗରୋଧରୁ ୪୩୫ ଓ ସ୍ଥାନୀୟ ଅଞ୍ଚଳରୁ ୩୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୧୯ ଜଣ ଅଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୭ ଓ କଟକରୁ ୧୨୦ ଆକ୍ରାନ୍ତ ଚିହ୍ନଟ…