ପଶ୍ଚିମ ଓଡିଶାରେ ନୂଆଁଖାଇର ଧୁମ୍: ମାଁ ସମଲେଶ୍ବରୀଙ୍କ ନିକଟରେ ଲାଗି ହେଲା ନବାନ୍ନ
ସମ୍ବଲପୁର : ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିର ତୁଳା ଲଗ୍ନର ଶୁଭ ମୁହୁର୍ତ୍ତରେ ମାଁ ସମଲେଶ୍ବରୀଙ୍କ ନିକଟରେ ଲାଗି ହୋଇଛି ନବାନ୍ନ । ପର୍ବରୁ ଧାର୍ଯ୍ୟ ହୋଇଥିବା ୧୦ଟା ୧୫ ମିନିଟରୁ ୧୦ଟା ୨୫ ମଧ୍ୟରେ ମାଁଙ୍କ ନିକଟରେ ଲାଗି ହୋଇଛି ନବାନ୍ନ । ନୂଆଁ ଧାନରୁ…