ରବି ଫସଲ ପାଇଁ ନୂଆଁଖାଇରେ ମିଳିଲା ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା: ୩୭ ଲକ୍ଷ ଚାଷୀ ପରିବାରର ବ୍ୟାଙ୍କ ଆକାଉଣ୍ଟକୁ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୩୭,୧୨,୯୧୪ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାରଙ୍କୁ ରବି ଫସଲ ପାଇଁ କାଳିଆ ଯୋଜନାରେ ୭୪୨.୫୮ କୋଟି ଟଙ୍କା ସହାୟତା ପ୍ରଦାନ କରିଛନ୍ତି । ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟରେ ୨୦୦୦ ଟଙ୍କା ଲେଖାଏ ଜମା କରାଯାଇଛି । ପବିତ୍ର…

ଭାଇରସ ମ୍ୟୁଟେସନ ନ ହେଲେ ତୃତୀୟ ଲହର ଆସିବା ସମ୍ଭାବନା କମ୍ : ସ୍ୱାସ୍ଥ୍ୟ ବିଶେଷଜ୍ଞ

ଭୁବନେଶ୍ୱର – ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣରେ ହ୍ରାସ ଘଟିଥିଲେ ମଧ୍ୟ ଆଗାମୀ ତିନି ଚାରି ମାସ ସତର୍କ ରହିବାକୁ ପଡିବ । ତେବେ, ପାର୍ବଣ ସମୟରେ ଭିଡ ଜମୁଥିବାରୁ ସଂକ୍ରମଣ ଟିକେ ଅଧିକ ରହିବ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞ ଡାକ୍ତର ନିରୋଜ ମିଶ୍ର କହିଛନ୍ତି । ସେ କହିଛନ୍ତି ଯେ, ଆସନ୍ତା…