ଭୂପେନ୍ଦ୍ର ପଟେଲ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ
ଅହମ୍ମଦାବାଦ: ବିଜୟ ରୂପାନୀଙ୍କ ଇସ୍ତଫାର ୨୪ ଘଣ୍ଟା ମଧ୍ୟରେ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରାଯାଇଛି। ଭୂପେନ୍ଦ୍ର ରଜନୀକାନ୍ତ ପଟେଲଙ୍କୁ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଛି। ଏହି ନିଷ୍ପତ୍ତି ଅପ୍ରତ୍ୟାଶିତ ବୋଲି କୁହାଯାଉଛି କାରଣ ମୁଖ୍ୟମନ୍ତ୍ରୀ…