ଭୂପେନ୍ଦ୍ର ପଟେଲ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ

ଅହମ୍ମଦାବାଦ: ବିଜୟ ରୂପାନୀଙ୍କ ଇସ୍ତଫାର ୨୪ ଘଣ୍ଟା ମଧ୍ୟରେ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରାଯାଇଛି। ଭୂପେନ୍ଦ୍ର ରଜନୀକାନ୍ତ ପଟେଲଙ୍କୁ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଛି। ଏହି ନିଷ୍ପତ୍ତି ଅପ୍ରତ୍ୟାଶିତ ବୋଲି କୁହାଯାଉଛି କାରଣ ମୁଖ୍ୟମନ୍ତ୍ରୀ…

ବିଏମସିର ଟିକାକରଣ ମାଇଲଖୁଣ୍ଟ, ୧୦ ଲକ୍ଷରୁ ଅଧିକ ଲୋକଙ୍କୁ ସଂପୂର୍ଣ୍ଣ ଟିକାକରଣ

ଭୁବନେଶ୍ୱର – କୋଭିଡ ଟିକାକରଣରେ ଭୁବନେଶ୍ୱର ମହାନଗର ନିଗମ-ବିଏମସି ଆଉ ଏକ ମାଇଲଖୁଂଟ ଅତିକ୍ରମ କରିଛି । ଭୁବନେଶ୍ୱରରେ ୧୦ ଲକ୍ଷରୁ ଅଧିକ ଯୋଗ୍ୟ ଲୋକଙ୍କୁ ସଫଳତାର ସହ କୋଭିଡର ଦୁଇ ଡୋଜ୍ ଟିକା ଦିଆଯାଇଛି । କୋଭିଡ ମହାମାରୀ ବିରୋଧରେ ଲଢେଇରେ ସହଯୋଗ କରିଥିବାରୁ ଭୁବନେଶ୍ୱରବାସୀଙ୍କୁ…

ଲଘୁଚାପ ଘନୀଭୂତ, ଦୁଇ ଦିନ ରାଜ୍ୟରେ ଅତି ପ୍ରବଳ ବର୍ଷା ଆଶଙ୍କା, ୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର- ବଙ୍ଗୋପସାଗରରେ ଲଘୁଚାପ ଆହୁରି ଘନୀଭୂତ ହୋଇଛି । ଆଗାମୀ ୧୨ ଘଣ୍ଟାରେ ଏହା ଅବପାତର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଦୁଇ ଦିନ ଧରି ରାଜ୍ୟରେ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି । ୭ଟି ଜିଲ୍ଲାକୁ ଜାରି କରାଯାଇଛି ରେଡ୍ ୱାର୍ଣ୍ଣିଂ । ସେହି ଜିଲ୍ଲାଗୁଡିକ ହେଲା -…

ପାଇଲଟଙ୍କ ଭୁଲ୍ ଯୋଗୁଁ କୋଜିକୋଡରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା: ରିପୋର୍ଟ

ନୂଆଦିଲ୍ଲୀ: ପାଇଲଟଙ୍କ ଭୁଲ୍ ଯୋଗୁଁ ଗତ ବର୍ଷ କେରଳର କୋଜିକୋଡ ବିମାନବନ୍ଦରରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବିମାନ ରନଓ୍ବେରେ ଅବତରଣ କଲାବେଳେ ପାଇଲଟ୍ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରସିଜର (ଏସ୍ଓପି) ପାଳନ କରିନଥିଲେ ବୋଲି ତଦନ୍ତ ରିପୋର୍ଟରେ କୁହାଯାଇଛି। ଉକ୍ତ ବିମାନ…