ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ୫ ଶହରୁ ତଳେ, ୪୭୧ ନୂଆ ଆକ୍ରାନ୍ତ ଚିହ୍ନଟ, ଶିଶୁ-କିଶୋରଙ୍କ ସଂଖ୍ୟା ୫୭
ଭୁବନେଶ୍ୱର – ଅନେକ ଦିନ ପରେ ପ୍ରଥମ ଥର ପାଇଁ ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ୫ଶହ ତଳେ ରହିଛି । ଗତ ୨୪ ଘଣ୍ଟାରେ କୋରୋନାର ୪୭୧ ନୂଆ ମାମଲା ଚିହ୍ନଟ ହୋଇଛି । ଏଥିମଧ୍ୟରେ ୫୭ ସଂକ୍ରମିତ ହେଉଛନ୍ତି ଶିଶୁ ଓ କିଶୋର । ସଙ୍ଗରୋଧରୁ ୨୭୪ ଓ ସ୍ଥାନୀୟ ଅଞ୍ଚଳରୁ ୧୯୭ ଆକ୍ରାନ୍ତ ଚିହ୍ନଟ…