ସୁନ୍ଦରଗଡ ଜିଲ୍ଲାରେ ବିଏସକେୱାଇ ସ୍ମାର୍ଟ ହେଲ୍ଥ କାର୍ଡ ବଂଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର…
ଭୁବନେଶ୍ୱର- ସୁନ୍ଦରଗଡ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍ଥ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଉରକେଲାରେ ଏଥିପାଇଁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଏଥିସହ ଜିଲ୍ଲାର ୬ ଶହ କୋଟି ଟଙ୍କା ବିଶିଷ୍ଟ…