ପେଗାସସ୍ ମାମଲା: ତଦନ୍ତ କମିଟି ଗଠନ କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ପେଗାସସ୍ କେଳେଙ୍କେରୀର ତଦନ୍ତ ପାଇଁ ସୁପ୍ରିମକୋର୍ଟ ଏକ ବିଶେଷଜ୍ଞ କମିଟି ଗଠନ କରିବେ । ଆସନ୍ତା ସପ୍ତାହରେ ଏହି ନିର୍ଦ୍ଦେଶ ଜାରି କରାଯିବ ବୋଲି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି। ଆଜି ଏହି ମାମଲାର ଶୁଣାଣି ବେଳେ ପ୍ରଧାନ ବିଚାରପତି ଜଷ୍ଟିସ ଏନଭି ରମନ୍ନା କହିଛନ୍ତି ଯେ ଆମେ…

ପିପିଲି ଉପନିର୍ବାଚନ : ବୟସ୍କ, ଦିବ୍ୟାଙ୍ଗ ଓ କୋଭିଡ ଆକ୍ରାନ୍ତ ଭୋଟରଙ୍କ ପାଇଁ ଆଜିଠୁ ପୋଷ୍ଟାଲ ବ୍ୟାଲାଟ ମତଦାନ

ପୁରୀ-ପିପିଲି ଉପନିର୍ବାଚନ ପାଇଁ ପୋଷ୍ଟାଲ ବାଲାଟ ପେପରରେ ଆଜିଠାରୁ ମତଦାନ ଆରମ୍ଭ ହୋଇଛି । ଏ ନେଇ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା । ୮୦ରୁ ଅଧିକ ବୟସ୍କ ଭୋଟର୍‌, ଦିବ୍ୟାଙ୍ଗ ଭୋଟର୍ ଓ କୋଭିଡ ଆକ୍ରାନ୍ତଙ୍କ ପାଇଁ ଏହି ପୋଷ୍ଟାଲ ବାଲାଟ ଭୋଟିଂ ବ୍ୟବସ୍ଥା ଉଦ୍ଦିଷ୍ଟ ।…

ଆମେରିକାରେ ପହଞ୍ଚିଲେ ମୋଦି, ଆଜି ଉପରାଷ୍ଟ୍ରପତି କମଲା ହାରିସଙ୍କ ସହ ଆମେରିକୀୟ କମ୍ପାନୀ ସିଇଓଙ୍କୁ ଭେଟିବେ

ଓ୍ୱାଶିଂଟନ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ଗସ୍ତରେ ଆମେରିକାରେ ପହଞ୍ଚିଛନ୍ତି। ଏହି ଗସ୍ତରେ ପ୍ରଧାନମନ୍ତ୍ରୀ ଅନେକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ପ୍ରଧାନମନ୍ତ୍ରୀ ମୋଦି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସମେତ ଅନ୍ୟ ବିଶ୍ୱ ନେତାଙ୍କ ସହ ଆଲୋଚନା କରିବେ ଏବଂ…

ଭଞ୍ଜନଗରରେ ଭାରସାମ୍ୟ ହରାଇ ଓଲଟିଲା ବସ୍‌, ୧୨ ଆହତ

ଭଞ୍ଜନଗର- ଭଞ୍ଜନଗର ଲାଠିପଡା ନିକଟରେ ସଡକ ଦୁର୍ଘଟଣା ଘଟିଛି । ନୀଳକଣ୍ଠ ନାମକ ଏକ ଯାତ୍ରୀବାହୀ ଘରୋଇ ବସ୍ ଭାରସାମ୍ୟ ହରାଇ ଓଲଟି ପଡିବାରୁ ଡ୍ରାଇଭର ଓ ଅନ୍ୟ ୧୧ ଜଣ ଆହତ ହୋଇଛନ୍ତି । ଆହତଙ୍କ ସଂଖ୍ୟାରେ ବୃଦ୍ଧି ହୋଇପାରେ । ବସ୍‌ଟି ଗୌଡଗୋଠରୁ କୃଷକମାନଙ୍କୁ ନେଇ ଭଞ୍ଜନଗର ଆସୁଥିଲା ବେଳେ…